ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୮ତମ ବର୍ଷିକୋତ୍ସବ ପାଳିତ
ବ୍ୟୁରୋ: ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଆଜି ୩୮ତମ ବର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜଟଣୀ ତହସିଲଦାର ପ୍ରୀତିପର୍ଣ୍ଣା ମିଶ୍ର ଯୋଗ ଦେଇଥିବାବେଳେ, ସମ୍ମାନିତ ଅତିଥି ଭାବେ କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ଡ଼…