Day: April 21, 2024

ଏପ୍ରିଲ ୨୫ରୁ ଗ୍ରୀଷ୍ମ ଛୁଟି।

ବ୍ୟୁରୋ: ଚଳିତ ମାସ ୨୫ତାରିଖରୁ ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।ରାଜ୍ୟରେ ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଥିବାରୁ, ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ସ୍କୁଲ କୁ…

ବରିଷ୍ଠ ନାଗରିକ ସେବା ସଂଘ ପକ୍ଷରୁ ମେଳଣ ପଡିଆ ସଫେଇ

ବ୍ୟୁରୋ: ଜଟଣୀ ବରିଷ୍ଠ ନାଗରିକ ସେବା ସଂଘ ପକ୍ଷରୁ ରବିବାର ଓଡିଶା ପ୍ରସିଦ୍ଧ ହରିରାଜପୁର ମେଳଣ ପଡ଼ିଆ ସଫା କରାଯାଇଛି। ଓଡିଶା ପ୍ରସିଦ୍ଧ ହରିରାଜପୁର ମେଳଣ ଦେଖିବାକୁ ଓଡ଼ିଶାର ବିଭିନ୍ନ ସ୍ଥାନରୁ ପ୍ରତିଦିନ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ମେଲଣ ସରିବା…