Day: June 23, 2025

ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ କ୍ଷୀରିଭୋଗ

ଏକଦା ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ସେବା କାର୍ଯ୍ୟରେ ନିୟୋଜିତ ପୂଜକ କାର୍ଯ୍ୟବଶତଃ ଅନ୍ୟ ଗ୍ରାମକୁ କେତେଦିନ ପାଇଁ ଚାଲି ଯାଇଥିଲେ । ଯିବା ପୂର୍ବରୁ ସେ ତାଙ୍କର ନାବାଳକ ପୁତ୍ରକୁ ଠାକୁରଙ୍କ ନିକଟରେ କ୍ଷୀରିଭୋଗ କରିବା ପାଇଁ କହି ଯାଇଥିଲେ ।…