ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ପାଳିତ
ଜଟଣୀ,୯/୮: ଜଟଣୀ ରାମଚନ୍ଦ୍ରପୁରସ୍ଥିତ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ବଡ଼ ଧୁମ୍ ଧାମ ରେ ପାଳିତ ହୋଇଯାଇଅଛି। ଏହି ଉତ୍ସବରେ ସାଧୁ କେଶବ ଦାସ ମହାରାଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ…