ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ପକ୍ଷରୁ ‘ତ୍ରିରଙ୍ଗା ରାଲି’
ଜଟଣୀ,୧୦/୦୮: ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ପକ୍ଷରୁ ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ ‘ତିରଙ୍ଗା ରାଲି’ ଆୟୋଜନ କରାଯାଇଥିଲା । ଏହି ରାଲିରେ ଭାରତ ସ୍କାଉଟ୍ସ ଓ ଗାଇଡ୍ସ ସ୍ବେଛାସେବୀମାନେ ଏବଂ ସିଭିଲ୍ ଡିଫେନ୍ସ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ…