Day: December 7, 2025

ଆରମ୍ଭ ହେଲା ତ୍ରୟୋବିଂଶତିତମ ଜଟଣୀ ପୁସ୍ତକ ମେଳା

ଜଟଣୀ, ୦୭/୧୨ : ଜଟଣୀ ଟାଉନହଲ (ସ୍ରଷ୍ଟା) ପରିସରରେ ଆଜିଠୁ ଆରମ୍ଭ ହେଲା ତ୍ରୟୋବିଂଶତିତମ ଜଟଣୀ ପୁସ୍ତକ ମେଳା । ପୁସ୍ତକ ମେଳା କମିଟିର କାର୍ଯ୍ୟକାରୀ ସଭାପତି ଜବାହରଲାଲ ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ, ଉଦଘାଟକ ଭାବେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର…