ନମ୍ର ହୁଅ, ଗୁରୁ ମାନଙ୍କୁ ଭକ୍ତି କର
ଜଟଣୀ, ୨୦/୧୨: ଜଟଣୀ ଷଣ୍ଢପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ଯକ୍ଷା ଜ୍ୟୋସ୍ନା ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇଥିବା…
