ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୭୭ତମ ଗଣତନ୍ତ୍ର ଦିବସ ପାଳିତ
ବ୍ୟୁରୋ,୨୬/୧: ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୭୭ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମଣ୍ଡଳ ରେଳ ପ୍ରବନ୍ଧକ ଆଲୋକ ତ୍ରିପାଠୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଶ୍ରୀ ତ୍ରିପାଠୀ ନିଜ ବକ୍ତବ୍ୟରେ କହିଥିଲେ ଆମକୁ ସମ୍ବିଧାନରେ ଲିଖିତ…
