ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା । ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ଏହି ପଦ ଯାତ୍ରା । ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,  ଭୁବନେଶ୍ଵର ମହାନଗର ନିଗମ ଅଧିନ ୱାର୍ଡ ନଂ-୫୭ ସ୍ଥିତ ବରଗଡ଼ ବ୍ରିଟ୍‌‌ କଲୋନୀ ନେତାଜୀ ପଡ଼ିଆରୁ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ।

Leave a Reply

Your email address will not be published. Required fields are marked *