Advertisement

ବ୍ୟୁରୋ,୧୧/୧୦: ସବୁ କଳ୍ପନା ଜଳ୍ପନା ର ହେଲା ଅନ୍ତ।  ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ସଭାପତି ମନମୋହନ ସାମଲ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ଙ୍କ ସମେତ ଅନ୍ୟ ଦଳୀୟ ନେତାଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ  ବିଜେପି ରେ ଯୋଗ ଦେଇଛନ୍ତି।

Advertisement

Leave a Reply

Your email address will not be published. Required fields are marked *