ମହେଶ୍ବର ମହାନ୍ତିଙ୍କ ପରଲୋକ
ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ହୋଇଛି ପରଲୋକ । ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିବାରୁ ସେ ଗତ କିଛିଦିନ ହେବ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସା ସମୟରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…
ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ହୋଇଛି ପରଲୋକ । ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିବାରୁ ସେ ଗତ କିଛିଦିନ ହେବ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସା ସମୟରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…
ବ୍ୟୁରୋ: ଦିନକୁ ଦିନ ବ୍ୟବସାୟୀ ମାନେ ମାନବିକତା ଭୁଲି, ନିଜର ଭଲ ରୋଜଗାର ପାଇଁ ଖାଦ୍ୟ ପଦାର୍ଥରେ କରୁଛନ୍ତି ଅପମିଶ୍ରଣ। ପାଳଙ୍ଗ ଶାଗକୁ ସତେଜ ଓ ଆକର୍ଷଣୀୟ କରିବା ପାଇଁ ବ୍ୟବହାର ହେଉଛି କେମିକାଲ ରଙ୍ଗ। ସେହି ଅପମିଶ୍ରଣ ଶାଗ କୁ…
ବ୍ୟୁରୋ : ଭାଉଜ ହେଉଛି ମା’ ସମାନ। କିନ୍ତୁ ଭାଉଜକୁ କୂଅକୁ ଠେଲି ମାରିବାକୁ ଉଦ୍ୟମ କରିବା ଘଟଣାରେ, ଜଟଣୀ ପୋଲିସ ଦିଅରକୁ କରିଛି ଗିରଫ। ସୂଚନା ମୁତାବକ ଜଟଣୀ ଥାନା ଅଧିନ କୁଦିଆରୀ ଗ୍ରାମର ଅଜୟ କୁମାର ମହାରଣା, ଭାଉଜକୁ…
ବ୍ୟୁରୋ: ଶିଶୁ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଥିବାରୁ, ଏହାକୁ ଲକ୍ଷ୍ୟ ରଖି ଜଟଣୀ ନାଇଜର ପରିସରରେ ହେବାକୁ ଯାଉଛି, ଶିଶୁ ମାନଙ୍କ ପାଇଁ ଆଉ ଏକ କ୍ୟାନସର ହସ୍ପିଟାଲ । ଏହି ହସ୍ପିଟାଲରେ କେବଳ ଛୋଟ ପିଲାଙ୍କ…
ବ୍ୟୁରୋ: ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ଆଜି ପରଲୋକ ହୋଇଛି। ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, କଣ୍ଠଶିଳ୍ପୀ ତଥା ଅଭିନେତା ଭାବେ ସମସ୍ତିଙ୍କ ପାଖରେ ପରିଚିତ ଥିଲେ । ସ୍ବରୂପ ନାୟକ ୭୦ରୁ ଅଧିକ ଓଡ଼ିଆ…
ବ୍ୟୁରୋ: 5T ସଚିବ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରଶାସନିକ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଛନ୍ତି। ଶ୍ରୀ ପାଣ୍ଡିଆନ ଆବେଦନ କରିଥିବା ଭିଆରଏସକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ମଞ୍ଜୁର କରୁଛି। ଭିଆରଏସ ମିଳିବା ପରେ…
ବ୍ୟୁରୋ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ରଘୁବର ଦାସ ହେବେ ଓଡ଼ିଶାର ନୂତନ ରାଜ୍ୟପାଳ । ଏ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନରେ, ଓଡ଼ିଶାର…
ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ବାଣପୁର ଜଙ୍ଗଲରେ ଆଜି ଅବକାରୀ ବିଭାଗ କରିଛି ବଡ ଧରଣର ଚଢ଼ାଉ। ଆଉ ବିପୁଳ ପରିମାଣର ମହୁଲୀ ମଦ ସହ ପୋଚ କରିଛି ଜବତ। ସୂଚନା ମୁତାବକ ବାଣପୁର ଥାନା ଅଧିନ କୋଶରଡା ଜଙ୍ଗଲରେ ବହୁ ଦିନ…
ବ୍ୟୁରୋ: ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ଟାଣୁଆ ନେତା ଯୁଧିଷ୍ଠିର ସାମନ୍ତରାୟଙ୍କ ଆଜି ପରଲୋକ ହୋଇଛି। ଶ୍ରୀ ସାମନ୍ତରାୟ ଗତ କିଛି ମାସ ହେବ ଅସୁସ୍ଥ ରହିଥିଲେ । ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବା ବେଳେ, ସେ…
ବ୍ୟୁରୋ: ୨୦୨୪ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି। ୨୦୨୪ରେ କିଏ କେଉଁ ଦଳରୁ ଟିକେଟ ପାଇବ ସେଥିପାଇଁ ସମସ୍ତେ କରୁଛନ୍ତି କସରତ୍। ୨୦୨୪ ନିର୍ବାଚନରେ ଅନେକ ନୂଆ ମୁହଁ ଦେଖିବେ ଜନତା। ସେଥିପାଇଁ ଏବେ ନୂଆ ନେତାମାନେ…