Advertisement

ବ୍ୟୁରୋ: ଜଟଣୀ ପୋୖର ପରିଷଦ ଅଧିନ ୧୦ ନମ୍ବର ୱାର୍ଡ ସ୍ମାର୍ଟ ପାର୍କରେ ଆଜି ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ “ଚାଏ ପେ ଚର୍ଚ୍ଚା” କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

କେନ୍ଦ୍ରସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକମାନଙ୍କୁ ଅବଗତ କରାଯାଇଥିଲା। ଲୋକମାନେ ବିଭିନ୍ନ ସମସ୍ୟା ବିଷୟରେ ସାଂସଦଙ୍କୁ ଅଭିଯୋଗ କରିଥିଲେ। ସମସ୍ୟାର ସମାଧନ କରାଯିବ ବୋଲି କହିଥିଲେ ସାଂସଦ। ଏହି କାର୍ଯ୍ୟକ୍ରମରେ ବିଜେପି ନେତା ବିଶ୍ୱରଞ୍ଜନ ବଡ଼ଜେନା, ରଶ୍ମୀ ପଟ୍ଟନାୟକ, ଅର୍ଣ୍ଣପୂର୍ଣା ସାହୁ, ତ୍ରିନାଥ ସାମନ୍ତରାୟ, ସତିଶ ଶର୍ମା, ଲିଟୁ ରାଉତରାୟ, ତପନ ସାହୁଙ୍କ ସମେତ ବହୁ ବୁଦ୍ଧିଜୀବୀ, ମହିଳା, ଯୁବକଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

Advertisement

Leave a Reply

Your email address will not be published. Required fields are marked *