Advertisement

ବ୍ୟୁରୋ: ଜାନୁଆରୀ ୧୭ ତାରିଖରେ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ । ଏହି ଉତ୍ସବରେ ଭକ୍ତ ମାନେ ଯେପରି ମହାପ୍ରଭୁଙ୍କ ଦର୍ଶନ କରିବା ସହ , ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ପାରିବେ, ଏହା ସହ  ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ, ତାହାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆସନ୍ତା ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି। ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ସମେତ ସ୍କୁଲ ଓ କଲେଜ ବନ୍ଦ ରହିବ।

Advertisement

Leave a Reply

Your email address will not be published. Required fields are marked *