ବ୍ୟୁରୋ: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ । ୯ ତାରିଖରୁ ୩ ଦିନ ପାଇଁ ମିଳିଛି ଜାମିନ । ଜିଲ୍ଲା ପ୍ରଥମ ଅତିରିକ୍ତ ଦୌରାଜଜଙ୍କ ଶୁଣାଣି ପରେ, ପ୍ରଶାନ୍ତ ଜଗଦେଵଙ୍କୁ ମିଳିଛି ଅନ୍ତରୀଣ ଜାମିନ । ବୋଲଗଡ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗା ଘଟଣାରେ ଜେଲ ଯାଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ଚଳିତ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପି ଟିକେଟରେ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ ।

Leave a Reply

Your email address will not be published. Required fields are marked *