ବ୍ୟୁରୋ: ଚଳିତ ମାସ ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକର ରେଜଲ୍ଟ । ୨୬ ତାରିଖ ଅପରାହ୍ନରେ ପରୀକ୍ଷା ଫଳ ୱେବସାଇଟ ରେ ପ୍ରକାଶ ପାଇବ ବୋଲି ସିଏଚଏସଇ ପକ୍ଷରୁ ସୂଚନା ମିଳିଛି । ଛାତ୍ରଛାତ୍ରୀ ମାନେ www.orissaresults.nic.in କ୍ଲିକ କରି  ନିଜର ରେଜଲ୍ଟ ଦେଖିପାରିବେ। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

Leave a Reply

Your email address will not be published. Required fields are marked *