ପଞ୍ଚମ ମହଲାରୁ ଡେଇଁ ଆଇଆଇଟି ଛାତ୍ରୀଙ୍କ ଆତ୍ମହତ୍ଯା
ବ୍ୟୁରୋ: ଭୁବନେଶ୍ୱର ଆଇଆଇଟି ଜଟଣୀ କ୍ୟାମ୍ପସରେ ଛାତ୍ରୀଙ୍କ ଆତ୍ମହତ୍ଯା। ମୃତା ଛାତ୍ରୀ ଜଣଙ୍କ ହେଲେ କ୍ରୀତିକା ରାଜ। କ୍ରୀତିକା ବି-ଟେକ ୩ୟ ବର୍ଷ ର ଛାତ୍ରୀ ଥିଲେ । ସେ ପଞ୍ଚମ ମହଲାରୁ ଡେଇଁ ଆତ୍ମହତ୍ଯା କରିଥିବା ସୂଚନା ମିଳିଛି। ତେବେ…
ବ୍ୟୁରୋ: ଭୁବନେଶ୍ୱର ଆଇଆଇଟି ଜଟଣୀ କ୍ୟାମ୍ପସରେ ଛାତ୍ରୀଙ୍କ ଆତ୍ମହତ୍ଯା। ମୃତା ଛାତ୍ରୀ ଜଣଙ୍କ ହେଲେ କ୍ରୀତିକା ରାଜ। କ୍ରୀତିକା ବି-ଟେକ ୩ୟ ବର୍ଷ ର ଛାତ୍ରୀ ଥିଲେ । ସେ ପଞ୍ଚମ ମହଲାରୁ ଡେଇଁ ଆତ୍ମହତ୍ଯା କରିଥିବା ସୂଚନା ମିଳିଛି। ତେବେ…
ବ୍ୟୁରୋ: ଜଟଣୀର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜଟଣୀ ବିକାଶ ପରିଷଦର ତୃତୀୟ ବାର୍ଷିକ ବୈଠକ ଜଟଣୀ ମା’ ଖଣ୍ଡୁଆଳଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ବିଜୟ କୁମାର ଛୋଟରାୟଙ୍କ ସଭାପତିତ୍ବରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଜଟଣୀ ଅଞ୍ଚଳରେ…
ବ୍ୟୁରୋ: ଜଟଣୀ ଥାନା ଅଧିନ ସିତାରାମ ଛକ ନିକଟ ଏକ ଗେଷ୍ଟ ହାଉସ ରୁ ଜଣେ ଯୁବକଙ୍କ ମୃତ ଦେହକୁ ଜବତ କରିଛି ଜଟଣୀ ପୋଲିସ । ମୃତ ଯୁବକ ଜଣଙ୍କ ହେଲେ ଭୁବନେଶ୍ୱର ଓ଼ଲ୍ଡ ଟାଉନ ନାଗେଶ୍ୱର ଟାଙ୍ଗୀର ନାରାୟଣ…
ବ୍ୟୁରୋ: ଜଟଣୀ ଖୋର୍ଦ୍ଧାରୋଡ଼ ରେଲୱେ ଷ୍ଟେସନରୁ ୨୭ କେଜି ୨୭୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି ଖୋର୍ଦ୍ଧାରୋଡ ଆର.ପି.ଏଫ. । ଦୁଇ ଗିରଫ ଅଭିଯୁକ୍ତ ହେଲେ ବିହାର ରାଜ୍ୟ ଔରଙ୍ଗାବାଦ ଜିଲ୍ଲା ଦେଓକୁଣ୍ଡ ରାମପୁର…
ବ୍ୟୁରୋ: ଗଠନ ହେଲା ଜଟଣୀ ପାତ୍ରପଡାସ୍ଥିତ ମଦନ ମୋହନ ଦେବଙ୍କ ନୂତନ ପରିଚାଳନା କମିଟି। ନୂତନ କମିଟିର ସଦସ୍ୟଙ୍କ ପରିଚାଳନାରେ ପ୍ରଭୁ ମଦନମୋହନ ଦେବଙ୍କ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ପରିଚାଳନା କମିଟିର ସଭାପତି ଭାବେ ବାଇଧର ପ୍ରଧାନନଙ୍କୁ ଦାୟିତ୍ୱ…
ବ୍ୟୁରୋ: କଲିକତାରେ ଘଟିଥିବା ଡାକ୍ତର ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ଦୃଢ଼ ନିନ୍ଦା କରି ପ୍ରତିବାଦ କରିଛି ଜଟଣୀ ବିଜେପି । ଜଟଣୀ ବିଜେପି ନଗର ମଣ୍ଡଳ ସଭାପତି ତିରୁପତି ଶତପଥୀ ଓ ଜଟଣୀ ନଗର ମଣ୍ଡଳ ଯୁବମୋର୍ଚ୍ଚା ସଭାପତି…
ବ୍ୟୁରୋ: ଜଟଣୀ ସେଞ୍ଚୁରିୟାନ ବିଶ୍ୱବିଦ୍ୟାଳୟ ନିକଟରେ ଥିବା ଗୋ ସେବା ଶିବିର ତରଫରୁ ଗୋ ପୂଜନ ଉତ୍ସବ ପାଳିତ ହୋଇଯାଇଛି। ଅନୁଷ୍ଠାନର କର୍ମକର୍ତ୍ତା ମାନେ ସକାଳେ ଶିବିରରେ ରହିଥିବା ସମସ୍ତ ଗାଇ ମାନଙ୍କୁ ଗାଧେଇ ସେମାନଙ୍କୁ ଫୁଲ ଚନ୍ଦନ ଦେଇ ପୂଜା…
ବ୍ୟୁରୋ: ଜଟଣୀର ଅଗ୍ରଣୀ ସାମାଜିକ ଅନୁଷ୍ଠାନ “ମୋ ପରିବାର” ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଅନୁଷ୍ଠାନର ସଦସ୍ୟା ଭଉଣୀ ରାଣୀ ମହାରଣା, ସୁଜେନ, ଗୁଗୁଲି, ଡୁଡୁଲୀ, ମାମାଲି, କୁନି, ଦିଶା, ଇଷା ଅନୁଷ୍ଠାନର ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀଙ୍କୁ ପ୍ରଥମେ ରାଖୀ…
ବ୍ୟୁରୋ: ସାମାଜିକ ଅନୁଷ୍ଠାନ ସମ୍ଭାବନା ପରିବାର ପକ୍ଷରୁ ଜଟଣୀ କୁଦିଆରି ମହତାବ ନଗର ସ୍ଥିତ ଶିଶୁ ଶିକ୍ଷାସଦନ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଟଣୀ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ…
ବ୍ୟୁରୋ: ଭୁବନେଶ୍ବର ଉପକଣ୍ଠ ଯାଁଳା ଗ୍ରାମର ଶ୍ରୀ ଶ୍ରୀ ରାଧାମାଧବ ଦେବଙ୍କ ଝୁଲଣ ଯାତ୍ରା ମହାସମାରୋହରେ ପାଳିତ ହେଉଅଛି । ଏହି ଝୁଲଣ ଯାତ୍ରା ଶ୍ରାବଣ ମାଷ ଶୁକ୍ଲ ପକ୍ଷ ଅଷ୍ଟମୀ ଠାରୁ ଆରମ୍ଭ ହୋଇ ରକ୍ଷାବନ୍ଧନ ବା ବଳଭଦ୍ର ଜନ୍ମ…