ସୋଚ୍ ର ତ୍ରୟୋଦଶ ବାର୍ଷିକ ଉତ୍ସବ
ଜଟଣୀ, ୧/୧: ଖୋର୍ଦ୍ଧା ଜିଲ୍ଲା ଜଟଣୀ ସ୍ଥିତ ସୋସାଇଟ ଫର୍ ଚିଲ୍ଡରେନ ସୋଚ୍ ଅନୁଷ୍ଠାନର ତ୍ରୟୋଦଶ ବାର୍ଷିକ ମହୋତ୍ସବ ବୁଧବାର ରେ ଅନୁଷ୍ଠିତ ହୋଇଯାଇଅଛି। ଅନୁଷ୍ଠାନ ର ମୁଖ୍ୟ ମନୋଜ କୁମାର ସ୍ବାଇଁଙ୍କ ସଭାପତିତ୍ୱ ରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ…
ଜଟଣୀ, ୧/୧: ଖୋର୍ଦ୍ଧା ଜିଲ୍ଲା ଜଟଣୀ ସ୍ଥିତ ସୋସାଇଟ ଫର୍ ଚିଲ୍ଡରେନ ସୋଚ୍ ଅନୁଷ୍ଠାନର ତ୍ରୟୋଦଶ ବାର୍ଷିକ ମହୋତ୍ସବ ବୁଧବାର ରେ ଅନୁଷ୍ଠିତ ହୋଇଯାଇଅଛି। ଅନୁଷ୍ଠାନ ର ମୁଖ୍ୟ ମନୋଜ କୁମାର ସ୍ବାଇଁଙ୍କ ସଭାପତିତ୍ୱ ରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ…
ଜଟଣୀ,୨୭/୧୨: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଭୁବନେଶ୍ବରର ସ୍କୁଲ ଅଫ୍ ହ୍ୟୁମାନିଟିର୍, ସୋସିଆଲ ସାଇନ୍ସେସ୍ ଏବଂ ମ୍ୟାନେଜମେଣ୍ଟ (ଏସଏଚଏସଏସଏମ), ଭକ୍ତିବେଦାନ୍ତ ଇନଷ୍ଟିଚ୍ୟୁଟ୍, ଭୁବନେଶ୍ବରର ଫାଉଣ୍ଡେସନ୍ ଅଫ୍ ସାଇନ୍ସ ଆଣ୍ଡ କନସିଅସ ସେଣ୍ଟରର ସହଯୋଗରେ ଆଜି ଆନ୍ତର୍ଜାତୀୟ ଚିନ୍ତା ଧାରା, ଧାରଣା ଏବଂ…
ଜଟଣୀ, ୨୩/୧୨: ଜଟଣୀ ରେଲୱେ ସ୍କୁଲ ପୁରାତନ ଛାତ୍ର ସଂଗଠନ(ରୋଜା)ର ଅଷ୍ଟାଦଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି । ରୋଜାର ସଭାପତି ଡାକ୍ତର ପ୍ରସନ୍ନ କୁମାର ମହାନ୍ତି କାର୍ଯ୍ୟକ୍ରମ କୁ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ…
ଜଟଣୀ, ୨୩/୧୨: ଜଟଣୀର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜଟଣୀ ପ୍ରଗତି ପରିଷଦ ତରଫରୁ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ୧୦୦ଜଣଙ୍କୁ କମ୍ବଳ ବଣ୍ଟନ କରାଯାଇଛି। ଅନୁଷ୍ଠାନ ର ପ୍ରତିଷ୍ଠାତା ତଥା ସମ୍ପାଦକ ବାବୁ ହୋତା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି…
ଜଟଣୀ, ୨୦/୧୨: ଜଟଣୀ ଷଣ୍ଢପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ଯକ୍ଷା ଜ୍ୟୋସ୍ନା ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇଥିବା…
ଜଟଣୀ, ୧୮/୧୨: ଓଡ଼ିଆ ବାପ୍ଟିଷ୍ଟ ଚର୍ଚ୍ଚ (ଖ୍ରୀଷ୍ଟିଆନ ଏଣ୍ଡେଭୋର ) ପକ୍ଷରୁ ଆଜି ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ୱେଷ୍ଟ ବକ୍ସ ପ୍ରଦାନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡ଼କ୍ଟର ପ୍ରିତିଶ ସାହୁ, ଡ଼କ୍ଟର ସୁଜାତା, ଜଟଣୀ…
ଜଟଣୀ, ୦୭/୧୨ : ଜଟଣୀ ଟାଉନହଲ (ସ୍ରଷ୍ଟା) ପରିସରରେ ଆଜିଠୁ ଆରମ୍ଭ ହେଲା ତ୍ରୟୋବିଂଶତିତମ ଜଟଣୀ ପୁସ୍ତକ ମେଳା । ପୁସ୍ତକ ମେଳା କମିଟିର କାର୍ଯ୍ୟକାରୀ ସଭାପତି ଜବାହରଲାଲ ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ, ଉଦଘାଟକ ଭାବେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର…
ଜଟଣୀ, ୦୧/୧୨ : ଜଟଣୀ ମହାବିଦ୍ୟାଳୟରେ ବିଶ୍ୱ ଏଡ଼ସ୍ ଦିବସ ଉପଲକ୍ଷେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କୁ ଏଡ଼ସ୍ ଭୟାବହତା ସମ୍ପର୍କରେ ଅବଗତ କରାଇବା ପାଇଁ ଏକ ଆଲୋଚନା ଚକ୍ର ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଅଧକ୍ଷ ଡ.…
ଜଟଣୀ, ୦୧/୧୨: ଜଟଣୀ ଚିନ୍ମୟ ମିଶନ ଶାଖା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ବାର୍ଷିକ ଉତ୍ସବ ସ୍ବାମୀ ଈଶାନନ୍ଦ ସରସ୍ଵତୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଭବାନିପାଟଣା ଚିନ୍ମୟ ମିଶନର ସ୍ବାମୀ ଚନ୍ଦ୍ରଶେଖର ସରସ୍ୱତୀଙ୍କ ଦ୍ୱାରା ଶ୍ରୀ ମଦ୍ ଭଗବତ୍ ଗୀତା…
ଜଟଣୀ, ୨୯/୧୧: ଜଟଣୀ ଗୋଷ୍ଠୀ ଶିକ୍ଷାଧିକାରୀ ଯୋଗେଶ ଚନ୍ଦ୍ର ସାମନ୍ତସିଂହାରଙ୍କ ଅଧ୍ୟକ୍ଷତାରେ ଜଟଣୀ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ ଜଟଣୀ ମହାବିଦ୍ୟାଳୟର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ଜଟଣ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବସନ୍ତ କୁମାର ହାତୀ ମୁଖ୍ୟ ଅତିଥି ଭାବେ…