ବଟି ମାଗି ପୋଲିସ କନେଷ୍ଟବଳ ନିଲମ୍ବିତ
ବ୍ୟୁରୋ: ଖଣି ଅଧିକାରୀଙ୍କ ନାଁରେ ଖଣି ଲିଜଧାରୀଙ୍କୁ ବଟି ମାଗିବା ଅଭିଯୋଗରେ ପୋଲିସ କନେଷ୍ଟବଳ ତାପସ କୁମାର ବେହେରାଙ୍କୁ ନିଲମ୍ବିତ କରିଛନ୍ତି ଖୋର୍ଦ୍ଧା ଏସପି ସାଗରିକା ନାଥ। ସୂଚନା ମୁତାବକ ପୋଲିସ କନେଷ୍ଟବଳ ତାପସ ବେହେରା ଖୋର୍ଦ୍ଧା ଖଣି ଅଧିକାରୀ ଜଗନ…
ବ୍ୟୁରୋ: ଖଣି ଅଧିକାରୀଙ୍କ ନାଁରେ ଖଣି ଲିଜଧାରୀଙ୍କୁ ବଟି ମାଗିବା ଅଭିଯୋଗରେ ପୋଲିସ କନେଷ୍ଟବଳ ତାପସ କୁମାର ବେହେରାଙ୍କୁ ନିଲମ୍ବିତ କରିଛନ୍ତି ଖୋର୍ଦ୍ଧା ଏସପି ସାଗରିକା ନାଥ। ସୂଚନା ମୁତାବକ ପୋଲିସ କନେଷ୍ଟବଳ ତାପସ ବେହେରା ଖୋର୍ଦ୍ଧା ଖଣି ଅଧିକାରୀ ଜଗନ…
ବ୍ୟୁରୋ : ଜଟଣୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୯ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଜଟଣୀ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ କମିଟିର ସଭାପତି ପ୍ରସନ୍ନ…
ବ୍ୟୁରୋ: ଧଳା ଜହର ବିକ୍ରି କରିବା ଘଟଣାରେ ଜଟଣୀ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଜଟଣୀ କୁଦିଆରୀ ବଜାର ମାଲଗୋଦାମ ଅଞ୍ଚଳର ଦିଲୁ ଓରଫ ଏସକେ ଅସରଫ(୨୬) ଏବଂ ଲୋକ…
ବ୍ୟୁରୋ: କଳା ଓ ସଂସ୍କୃତି ଭିତ୍ତିକ, ରାଜ୍ୟର ପୁରାତନ କଳା ଅନୁଷ୍ଠାନ ସାଧନା ଆର୍ଟ ଆଣ୍ଡ କଲଚର୍ ର ୧୧ତମ ବାର୍ଷିକ ଉତ୍ସବ, ଜୟଦେବ ଭବନରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ବିଶିଷ୍ଠ କବି, ଔପନ୍ୟାସିକ ପ୍ରସନ୍ନ…
ବ୍ୟୁରୋ: ଜଟଣୀ ଜାମୁକୋଳି ରାଧାକୃଷ୍ଣ ମନ୍ଦିରରୁ ଚୋରି ହୋଇଥିବା ସାମଗ୍ରୀକୁ ଉଦ୍ଧାର କରିବାରେ ସଫଳ ହୋଇଛି ଏୟାରଫିଲଡ ପୋଲିସ, ଏହି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଗିରଫ ଅଭିଯୁକ୍ତ ହେଲେ ବରମୁଣ୍ଡା ଗ୍ରାମର ଅଶୋକ…
ବ୍ୟୁରୋ: ଜାତୀୟ ରାଜପଥରେ ବାଇକ ଚାଳକଙ୍କୁ ଟାର୍ଗେଟ କରି ମାରଣାସ୍ତ୍ର ଦେଖାଇ ଲୁଟିବା ଘଟଣାର ତଦନ୍ତ କରି ଟାଙ୍ଗୀ ପୋଲିସ ୫ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗଞ୍ଜାମ ଜିଲ୍ଲା ଖୋଲିକୋଟ ଥାନା ଅଞ୍ଚଳର ମନୁ ବାରିକ , ଦୀପକ…
ବ୍ୟୁରୋ: ବାଙ୍ଗାଲୋରସ୍ଥିତ ଭାରତୀୟ ବିଜ୍ଞାନ ଏକାଡେମୀର ୯୦ତମ ବାର୍ଷିକ ଅଧିବେଶନ, ନଭେମ୍ବର ୮ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନାଇଜର ଓ ଆଇଆଇଟି ରେ ଅନୁଷ୍ଠିତ ହେବ । ଆଜି ନାଇଜରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ବିଜ୍ଞାନ ଏକାଡେମୀର ସଭାପତି…
ବ୍ୟୁରୋ: ସୋସାଇଟି ଫର୍ ଚିଲଡ୍ରେନ ( ସୋଚ୍ ) ଏବଂ ଅଜିମ୍ ପ୍ରେମଜି ଫାଉଣ୍ଡେସନର ମିଳିତ ଉଦ୍ୟମରେ ଜଟଣୀ ସୋଚ କାର୍ଯ୍ୟାଳୟରେ ଶିକ୍ଷା ସଂଯୋଜନା ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ଶିବିରରେ ୨୪ ଜଣ ଶିଶୁ ଯୋଗଦେଇଥିଲେ। ଅଧାରୁ ପାଠ…
ବ୍ୟୁରୋ: ଜଟଣୀରେ ବସବାସ କରୁଥିବା ତେଲୁଗୁ ସମ୍ପ୍ରଦାୟର ମହିଳା ଓ ପୁରୁଷ ମାନେ ଉଇ ହୁଙ୍କା ମୂଳେ ପୂଜା କରି ନାଗ ଚତୁର୍ଥୀ ପାଳନ କରିଥିବା ଦେଖିବାକୁ ମିଳିଛି। କାର୍ତ୍ତିକ ଅମାବାସ୍ୟା ର ତିନି ଦିନ ପରେ ନାଗ ଚତୁର୍ଥୀ ପଡିଥାଏ।…
ବ୍ୟୁରୋ: ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ। ମୃତ ଯୁବକ ଜଣଙ୍କ ହେଉଛନ୍ତି ଜଟଣୀ ଥାନା ଅଧିନ ବେଣାପଞ୍ଜରୀ ଗ୍ରାମର ପ୍ରଭାକର ଦାସଙ୍କ ପୁଅ ଅଜୟ କୁମାର ଦାସ ଓରଫ ଜଟିଆ (୩୨)। ସୂଚନା ମୁତାବକ ଆଜି ଅପରାହ୍ନ ୧୨ଟା ସମୟରେ ଅଜୟ…