କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୪ତମ ସ୍ମୃତି ଚାରଣ ସଭା
ଜଟଣୀ,୧୦/୦୮: ଜଟଣୀର ଲଢୁଆ ନେତା ତଥା କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୪ତମ ସ୍ମୃତି ଚାରଣ ସଭା ସ୍ଥାନୀୟ ବରିଷ୍ଠ ନାଗରିକ ସେବା ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ବରରୁ ଅଲଗା କରି ଜଟଣୀକୁ ଏକ ସ୍ବତନ୍ତ୍ର…
