ପ୍ରାଣନାଥ ପଟ୍ଟନାୟକଙ୍କ ୧୧୮ତମ ଜୟନ୍ତୀ ପାଳିତ
ବ୍ୟୁରୋ: ଓଡିଶା ଶିକ୍ଷା ଆନ୍ଦୋଳନର ପ୍ରବର୍ତ୍ତା ସ୍ବର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ ୧୧୮ତମ ଜୟନ୍ତୀ ଜଟଣୀ ପ୍ରାଣନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରାଣନାଥ ପଟ୍ଟନାୟକ ଫାଉଣ୍ଡେସନ ଓ ଜଟଣୀ ବରିଷ୍ଠ ନାଗରିକ ସେବା ସଂଘର ସଭାପତି ଆଇନଜୀବୀ…