ମୁକୁଳା ଡ୍ରେନ୍କୁ ବନ୍ଦ କରିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବ୍ୟୁରୋ,୩୧/୮: ୨୦୨୬ ଏପ୍ରିଲ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳକୁ ଗର୍ତ୍ତମୁକ୍ତ (Pothole-free) ଏବଂ ମୁକୁଳା ଡ୍ରେନ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସ୍ଥାନୀୟ ରେଲ୍ ଅଡିଟୋରିଅମ ରେ ରାଜ୍ୟ ସ୍ତରୀୟ ସ୍ୱାୟତ୍ତ…
