Tag: odisha

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀର ଜୀବନ

ଜଟଣୀ,୧୧/୦୮: ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀର ଜୀବନ । ଏଭଳି ଦୁଃଖଦ ଘଟଣା ଘଟିଛି ୧୬ନମ୍ବର ଜାତୀୟ ରାଜପଥ ଗଙ୍ଗପଡା ଓଭର ବ୍ରିଜ ନିକଟରେ। ମୃତକ ଜଣଙ୍କ ହେଉଛନ୍ତି ଅଶୋକ ମଲିକ। ସୂଚନା ମୁତାବକ ଆଜି ସକାଳୁ ଅଶୋକ ନିଜ…

ନିଆଁରେ ଜଳିଯାଇ ମହିଳାଙ୍କ ମୃତ୍ୟୁ

ଜଟଣୀ,୧୧/୦୮: ଜଟଣୀ ରଥିପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଦେହରେ ନିଆଁ ଲାଗି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଉଛନ୍ତି ରୀନା ପ୍ରଧାନ। ପୋଲିସର ସୂଚନା ମୁତାବକ ମହିଳାଙ୍କ ଦେହରେ କୌଣସି କାରଣରୁ ଦୀପ…

ଜଟଣୀ ନଗର ମହିଳା ମୋର୍ଚ୍ଚା ତରଫରୁ ରକ୍ଷା ବନ୍ଧନ

ଜଟଣୀ, ୧୧/୦୮: ଅପରସନ ସିନ୍ଦୁରର ସଫଳତା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶ ସାରା ବୀର ଯବାନ ଓ ପୋଲିସ କର୍ମୀ ଙ୍କ ହାତରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଜଟଣୀ ନଗର ମହିଳା ମୋର୍ଚ୍ଚା ପକ୍ଷରୁ…

ଖୋର୍ଦ୍ଧା ରୋଡ୍‌ ରେଳମଣ୍ଡଳ ପକ୍ଷରୁ ‘ତ୍ରିରଙ୍ଗା ରାଲି’

ଜଟଣୀ,୧୦/୦୮: ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍‌ ରେଳମଣ୍ଡଳ ପକ୍ଷରୁ ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ ‘ତିରଙ୍ଗା ରାଲି’ ଆୟୋଜନ କରାଯାଇଥିଲା । ଏହି ରାଲିରେ ଭାରତ ସ୍କାଉଟ୍ସ ଓ ଗାଇଡ୍ସ ସ୍ବେଛାସେବୀମାନେ ଏବଂ ସିଭିଲ୍‌ ଡିଫେନ୍ସ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ…

କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୪ତମ ସ୍ମୃତି ଚାରଣ ସଭା

ଜଟଣୀ,୧୦/୦୮: ଜଟଣୀର ଲଢୁଆ ନେତା ତଥା କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୪ତମ ସ୍ମୃତି ଚାରଣ ସଭା ସ୍ଥାନୀୟ ବରିଷ୍ଠ ନାଗରିକ ସେବା ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ବରରୁ ଅଲଗା କରି ଜଟଣୀକୁ ଏକ ସ୍ବତନ୍ତ୍ର…

ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ପାଳିତ

ଜଟଣୀ,୯/୮: ଜଟଣୀ ରାମଚନ୍ଦ୍ରପୁରସ୍ଥିତ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ବଡ଼ ଧୁମ୍ ଧାମ ରେ ପାଳିତ ହୋଇଯାଇଅଛି। ଏହି ଉତ୍ସବରେ ସାଧୁ କେଶବ ଦାସ ମହାରାଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ…

ଜଟଣୀ ବ୍ରହ୍ମାକୁମାରୀ ଅନୁଷ୍ଠାନରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ପାଳିତ

ଜଟଣୀ,୯/୮: ଜଟଣୀ ବଡ଼ବଜାର ସ୍ଥିତ ପ୍ରଜପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ତରଫରୁ ପବିତ୍ର ରକ୍ଷାବନ୍ଧନ ଉତ୍ସବ ବଡ଼ ଧୁମ୍ ଧାମ ରେ ପାଳିତ ହୋଇଯାଇଅଛି। ପ୍ରାତଃ ମୁରଲୀ କ୍ଲାସ ପରେ ଜଟଣୀ ସେବା କେନ୍ଦ୍ର ର ମୁଖ୍ୟ ସଂଚାଳିକା ବ୍ରହ୍ମକୁମାରୀ ଜ୍ୟୋତି…

ବୁଣାକାରଙ୍କ ସୁବିଧା ଅସୁବିଧା ବୁଝିଲେ ରାଜ୍ୟ ମହିଳା ମୋର୍ଚ୍ଚା ଟିମ୍

ଜଟଣୀ, ୦୮/୦୮: ପ୍ରତି ବର୍ଷ ପରି ଅଗଷ୍ଟ ମାସ ୭ ତାରିଖକୁ ବୁଣାକାର ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଜାତୀୟ ହସ୍ତତନ୍ତ ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ରାଜ୍ୟ ମହିଳା ମୋର୍ଚ୍ଚାର ଏକ ଟିମ ରାଜ୍ୟ ଉପସଭାନେତ୍ରୀ…

ବିବାହର ମିଥ୍ୟା ପ୍ରତିଶୃତି ଦେଇ ବନ୍ଧା ହେଲେ ଯୁବକ

ଜଟଣୀ, ୦୬/୦୮: ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହିତ ଶାରୀରିକ ସମ୍ପର୍କ ସ୍ଥାପନ କରି, ପରେ ବିବାହ ନକରି ଯୁବତୀଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେବାସହ ତାଙ୍କର ଅଶ୍ଳୀଳ ଫଟୋଗୁଡ଼ିକୁ ଭାଇରାଲ କରିବାକୁ ଧମକ ଦେବା ଘଟଣାର ଜଟଣୀ ପୋଲିସ…

ଦେହରେ ନିଆଁ ଲଗେଇ ଜଳିଗଲେ ଯୁବତୀ

ବ୍ୟୁରୋ, ୦୬/୦୮: ପୁଣି ଜଣେ ଯୁବତୀ କିରୋସିନ ଢାଳି ନିଜ ଦେହରେ ନିଆଁ ଲଗେଇ ଆତ୍ମାହୁତି ଦେବା ଘଟଣା ଏବେ ସାମ୍ନାକୁ ଆସିଛି। କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇର ବଡ଼ପଦା ଅଞ୍ଚଳର ଜଣେ ଯୁବତୀ ଆଜି ଘରେ କେହି ନଥିବା ସମୟରେ ନିଜ…