ଦୀପଶିଖାରେ ଝଲସିଲା ଶ୍ରୀକ୍ଷେତ୍ର ବଡ଼ଦାଣ୍ଡ
ବ୍ୟୁରୋ: ପୁରୀ ଶ୍ରୀମନ୍ଦିରରେ ଦେବ ଦୀପାବଳି ଉତ୍ସବ ପାଳିତ ହୋଇଯାଇଛି। ଶ୍ରୀଜଗନ୍ନାଥଙ୍କ ପିତୃଶ୍ରାଦ୍ଧ ପରମ୍ପରାଭାବେ ଏହାକୁ ସ୍ବତନ୍ତ୍ର ନୀତିରେ ପାଳନ କରାଯାଇଥାଏ। ପ୍ରଭୁ ଶ୍ରୀଜଗନ୍ନାଥ ମାନବବାଦୀ ଦେବତା ହୋଇଥିବାରୁ ତାଙ୍କର ସମସ୍ତ ରୀତିନୀତି ଓ ଉତ୍ସବ ମାନବବାଦରେ ପାଳନ କରାଯାଏ। ଶ୍ରୀଜୀଉମାନେ…
